Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏବେ ତୁମ୍ଭେମାନେ ଉଠ ଓ ସେରଦ୍ ନଦୀ ପାର ହୁଅ। ତହିଁରେ ଆମ୍ଭେମାନେ ସେରଦ୍ ନଦୀ ପାର ହେଲୁ।

Gade chapit la Kopi

ଓଡିଆ ବାଇବେଲ

13 “ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।

Gade chapit la Kopi

ପବିତ୍ର ବାଇବଲ

13 “ସଦାପ୍ରଭୁ ମୋତେ କହିଲେ, ‘ସେରଦ୍ ଉପତ୍ୟକାର ସେ ପାଖକୁ ଯାଅ।’ ତେଣୁ ଆମ୍ଭେ ସେରଦ ଉପତ୍ୟକା ପାର ହେଲୁ।

Gade chapit la Kopi




ଦ୍ଵିତୀୟ ବିବରଣ 2:13
5 Referans Kwoze  

ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।


ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।


ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।


କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।


ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।


Swiv nou:

Piblisite


Piblisite