Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;

Gade chapit la Kopi

ଓଡିଆ ବାଇବେଲ

18 “ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;

Gade chapit la Kopi

ପବିତ୍ର ବାଇବଲ

18 ‘ତୁମ୍ଭେ ଆଜି ମୋୟାବର ସୀମା ଆର ଦେଇ ଯିବାକୁ ହେବ।

Gade chapit la Kopi




ଦ୍ଵିତୀୟ ବିବରଣ 2:18
7 Referans Kwoze  

ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।


ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।


ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)


ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”


ସଦାପ୍ରଭୁ ମୋତେ କହିଲେ,


ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା।


ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।


Swiv nou:

Piblisite


Piblisite