Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।

Gade chapit la Kopi

ଓଡିଆ ବାଇବେଲ

21 ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାର ଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।

Gade chapit la Kopi

ପବିତ୍ର ବାଇବଲ

21 ସେଠାରେ ବହୁସଂଖ୍ୟକ ଶକ୍ତିଶାଳୀ ସ‌ମ୍‌ସୁମ୍ମୀୟମାନେ ବାସ କରୁଥିଲେ। ସେମାନେ ବହୁତ ଡେଙ୍ଗା ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକଥିଲେ। କିନ୍ତୁ ସଦାପ୍ରଭୁ ଅମ୍ମୋନୀୟ ଲୋକମାନଙ୍କର ସହାୟ ହେଲେ ସ‌ମ୍‌ସୁମ୍ମୀୟମାନଙ୍କୁ ବିନାଶ କରିବା ପାଇଁ। ଅମ୍ମୋନୀୟ ଲୋକମାନେ ସ‌ମ୍‌ସୁମ୍ମୀୟ ଲୋକମାନଙ୍କୁ ଅଧିକାର ଚ୍ୟୁତ କରି ସେହିଠାରେ ବାସ କଲେ। ଏବଂ ସେହିଠାରେ ଏବେ ମଧ୍ୟ ବାସ କରୁଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 2:21
8 Referans Kwoze  

ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।


(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।


ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍‍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।


ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”


(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;


Swiv nou:

Piblisite


Piblisite