Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍‍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହି ରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ଅଦ୍ୟାପି ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

22 ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହି ରୂପ କର୍ମ କରିଥିଲେ, ଅର୍ଥାତ୍‍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାର ଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

22 ପରମେଶ୍ୱର ସେୟୀର ନିବାସୀ ଏଷୌ ସନ୍ତାନଗଣ ନିମନ୍ତେ ଠିକ୍ ସେହିପରି କରିଥିଲେ। ଅର୍ଥାତ୍ ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ। ତହିଁରେ ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେହିଠାରେ ବାସ କରୁଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 2:22
7 Referans Kwoze  

ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍‍।


ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।


ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।


ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।


ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।


Swiv nou:

Piblisite


Piblisite