Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।

Gade chapit la Kopi

ଓଡିଆ ବାଇବେଲ

23 ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।

Gade chapit la Kopi

ପବିତ୍ର ବାଇବଲ

23 ପରମେଶ୍ୱର ଠିକ୍ ସେହିପରି ମଧ୍ୟ କରିଥିଲେ। କପ୍ତୋରୀୟମାନଙ୍କ ପ୍ରତି ଅବ୍ବୀୟ ଲୋକମାନେ ଘସା ନିକଟବର୍ତ୍ତୀ ସହରରେ ବାସ କରୁଥିଲେ। କିନ୍ତୁ କପ୍ତୋରୀୟ ଲୋକେ ଅବ୍ବୀୟମାନଙ୍କୁ ଧ୍ୱଂସ କଲେ। ସେହି କପ୍ତୋରୀୟ ଲୋକମାନେ ସେମାନଙ୍କଠାରୁ ଅଧିକାର ଛିନ୍ନ କରି ସେଠାରେ ଏବେ ପର୍ଯ୍ୟନ୍ତ ବାସ କରୁଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 2:23
16 Referans Kwoze  

ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;


ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ-ସନ୍ତାନଗଣ,” “ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ ଓ ଅରାମୀୟମାନଙ୍କୁ କୀର୍‍ ଦେଶରୁ ଆଣି ନାହୁଁ?


କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।


ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;


ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,


ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।


କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।


କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।


ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।


ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।


ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍‍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।


ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।


ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।


ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।


ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।


Swiv nou:

Piblisite


Piblisite