Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ମୁଁ କଦେମୋତ୍‍ ପ୍ରାନ୍ତରରୁ ହିଷ୍‍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ଦୂତ ଦ୍ଵାରା ଏହି ଶାନ୍ତିସୂଚକ ବାକ୍ୟ କହି ପଠାଇଲି,

Gade chapit la Kopi

ଓଡିଆ ବାଇବେଲ

26 ଆଉ ମୁଁ କଦେମୋତ୍‍ ପ୍ରାନ୍ତରରୁ ହିଷ୍‍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତିସୂଚକ ବାକ୍ୟ କହି ପଠାଇଲି,

Gade chapit la Kopi

ପବିତ୍ର ବାଇବଲ

26 “ଯେତେବେଳେ ମୁଁ କଦେମୋତ୍ ପ୍ରାନ୍ତରରୁ ହି‌ଷ୍‌ବୋନର ରାଜା ସୀହୋନ ନିକଟକୁ ଦୂତଦ୍ୱାରା ଶାନ୍ତିବାର୍ତ୍ତା ପଠାଇଲି। ସେମାନେ କହିଲେ,

Gade chapit la Kopi




ଦ୍ଵିତୀୟ ବିବରଣ 2:26
11 Referans Kwoze  

ଯହସ ଓ କଦେମୋତ୍‍ ଓ ମେଫାତ୍‍


କଦେମୋତ୍‍ ଓ ତହିଁ ତଳିଭୂମି, ମେଫାତ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।


ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,


ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;


“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


“ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।


ପୁଣି ଇସ୍ରାଏଲ ହିଷ୍‍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।’


Swiv nou:

Piblisite


Piblisite