Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

32 ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

32 “ଏହା ପରେ ରାଜା ସୀହୋନ ଏବଂ ତାଙ୍କର ସମସ୍ତ ଲୋକେ ଆମ୍ଭ ସହିତ ଯୁଦ୍ଧ କରିବାକୁ ଯହସ ନାମକ ସ୍ଥାନକୁ ବାହାରି ଆସିଲେ।

Gade chapit la Kopi




ଦ୍ଵିତୀୟ ବିବରଣ 2:32
10 Referans Kwoze  

ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;


ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।


ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।


ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।


ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”


ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।


ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।


ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।


Swiv nou:

Piblisite


Piblisite