Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

36 ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ

36 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଆରୋୟେରଠାରୁ ଏବଂ ଉପତ୍ୟକାର ମଧ୍ୟବର୍ତ୍ତୀଠାରୁ ଗିଲିୟଦ ପର୍ଯ୍ୟନ୍ତ, ଏହି ନଗର ହିଁ ଆମ୍ଭମାନଙ୍କର ଶକ୍ତିର ଅତିରିକ୍ତ ନ ଥିଲା। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭ ସମ୍ମୁଖରେ ସବୁ ସମର୍ପଣ କଲେ।

Gade chapit la Kopi




ଦ୍ଵିତୀୟ ବିବରଣ 2:36
18 Referans Kwoze  

ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,


ଅର୍ଥାତ୍‍, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍‍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,


ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।


କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ?


ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;


ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ


ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।


ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ତହିଁରେ ଗାଦ୍‍-ସନ୍ତାନଗଣ ଦୀବୋନ୍, ଅଟାରୋତ୍‍ ଓ ଅରୋୟେର;


ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।


ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍‍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?


ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;


ଯର୍ଦ୍ଦନଠାରୁ ପୂର୍ବ ଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍‍ ଓ ରୁବେନ୍‍ ଓ ମନଃଶି-ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍‍, ଗିଲୀୟଦ ଓ ବାଶନକୁ ଆଘାତ କଲା।


ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।


Swiv nou:

Piblisite


Piblisite