Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ-ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ତୁମ୍ଭମାନଙ୍କଠାରୁ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।

Gade chapit la Kopi

ପବିତ୍ର ବାଇବଲ

4 ଏହିକଥା ଲୋକମାନଙ୍କୁ କହିଦିଅ। ତୁମ୍ଭମାନଙ୍କୁ ସେୟୀର ଦେଇ ଯିବାକୁ ହେବ। ସେହି ଦେଶ ତୁମ୍ଭମାନଙ୍କ ବଂଶଧର ଅର୍ଥାତ୍ ଏଷୌ ସନ୍ତାନମାନଙ୍କର ଦେଶ। ସେମାନେ ତୁମ୍ଭମାନଙ୍କୁ ଭୟ କରିବେ। ସାବଧାନ!

Gade chapit la Kopi




ଦ୍ଵିତୀୟ ବିବରଣ 2:4
15 Referans Kwoze  

ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।


ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି।


ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।


ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;


ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,


ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”


ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।


ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”


ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍‍।


ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।


“ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।


Swiv nou:

Piblisite


Piblisite