ଦ୍ଵିତୀୟ ବିବରଣ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେମାନଙ୍କ ସହିତ ବିରୋଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ। Gade chapit laଓଡିଆ ବାଇବେଲ5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ। Gade chapit laପବିତ୍ର ବାଇବଲ5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ, ମୁଁ ତୁମ୍ଭମାନଙ୍କୁ ସେହି ଦେଶ ଦେବି ନାହିଁ। ଏପରିକି ସେହି ଭୂମିରୁ ପାଦେ ମଧ୍ୟ ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। କାରଣ ମୁଁ ସେହି ପର୍ବତମୟ ଦେଶ ସେୟୀରକୁ, ଏଷୌକୁ ଉତ୍ତରାଧିକାରୀ ସୁତ୍ରରେ ଦେଇଅଛି। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।