ଦ୍ଵିତୀୟ ବିବରଣ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’” Gade chapit laପବିତ୍ର ବାଇବଲ (Re-edited) - (BSI)7 କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଗମନର ତତ୍ତ୍ଵ ନେଇଅଛନ୍ତି; ଏହି ଚାଳିଶ ବର୍ଷଯାକ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ। Gade chapit laଓଡିଆ ବାଇବେଲ7 କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’” Gade chapit laପବିତ୍ର ବାଇବଲ7 ମନେରଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ଯିବାର ସେ ମଧ୍ୟ ଜାଣନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଦୀର୍ଘ ଗ୍ଭଳିଶ୍ ବର୍ଷ ଧରି ତୁମ୍ଭର ସହାୟ ହୋଇ ଆସିଛନ୍ତି। ତୁମ୍ଭର କୌଣସି ଅଭାବ ସେ କରି ନାହାନ୍ତି।’ Gade chapit la |
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।