ଦ୍ଵିତୀୟ ବିବରଣ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ଵ ଓ ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି। Gade chapit laଓଡିଆ ବାଇବେଲ1 ‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି। Gade chapit laପବିତ୍ର ବାଇବଲ1 “ଯେତେବେଳେ ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭେମାନେ ତାଙ୍କର ଅନେକ ଅଶ୍ୱାରୋହୀ, ରଥାରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ୟକ ସୈନ୍ୟ ଥା’ନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଭୟ କରିବାର କିଛି ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସେହି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ୟରୁ ବାହାରକରି ଆଣିଛନ୍ତି। Gade chapit la |
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”