ଦ୍ଵିତୀୟ ବିବରଣ 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ଲୋକ-ମାନଙ୍କର ଯେ ଯେ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ଵାସଧାରୀ କାହାରିକି ସଜୀବ ରଖିବ ନାହିଁ। Gade chapit laଓଡିଆ ବାଇବେଲ16 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ। Gade chapit laପବିତ୍ର ବାଇବଲ16 “ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଶ୍ୱାସଧାରୀ କାହାରିକି ସଜୀବ ରଖିବ ନାହଁ। Gade chapit la |
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।