Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ, ନିକଟକୁ ଆସି ଲୋକମାନଙ୍କୁ କହିବ,

Gade chapit la Kopi

ଓଡିଆ ବାଇବେଲ

2 ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,

Gade chapit la Kopi

ପବିତ୍ର ବାଇବଲ

2 “ଯେତେବେଳେ ତୁମ୍ଭେମାନେ ଯୁଦ୍ଧକୁ ଯିବ, ସେ ସମୟରେ ଯାଜକମାନେ ସୈନ୍ୟମାନଙ୍କ ପାଖକୁ ଯାଇ କହିବେ,

Gade chapit la Kopi




ଦ୍ଵିତୀୟ ବିବରଣ 20:2
9 Referans Kwoze  

ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”


ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।


ତହୁଁ ଶାଉଲ ଅହୀୟକୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ,” କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।


ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।


ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।


ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”


Swiv nou:

Piblisite


Piblisite