Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।

Gade chapit la Kopi

ପବିତ୍ର ବାଇବଲ

5 “ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ‘ଯେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ତା'ର ଆପଣା ଗୃହକୁ ଯାଉ। ନଚେତ୍ ସେ ଯେବେ ମରିଯାଏ, ତେବେ ଅନ୍ୟ ଲୋକ ସେ ଗୃହରେ ପ୍ରବେଶ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 20:5
8 Referans Kwoze  

ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।


ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।


ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,


ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।


ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।


ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।


Swiv nou:

Piblisite


Piblisite