Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।

Gade chapit la Kopi

ଓଡିଆ ବାଇବେଲ

6 ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।

Gade chapit la Kopi

ପବିତ୍ର ବାଇବଲ

6 ଅନ୍ୟ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ। ସେ ଫେରି ଆପଣା ଗୃହକୁ ଯାଉ କାରଣ ଯଦି ସେ ଯୁଦ୍ଧରେ ମରିଯାଏ, ତେବେ ଅନ୍ୟ କେହି ସେହି ଜମିକୁ ଭୋଗ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 20:6
8 Referans Kwoze  

ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”


ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।


ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।


କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?


ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।


ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍‍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।”


Swiv nou:

Piblisite


Piblisite