Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍‍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ କେଉଁ ଲୋକ କୌଣସି ସ୍ତ୍ରୀକି ବାଗ୍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।

Gade chapit la Kopi

ଓଡିଆ ବାଇବେଲ

7 ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍‍ଦାନ କରି ତାହାକୁ ବିବାହ କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।

Gade chapit la Kopi

ପବିତ୍ର ବାଇବଲ

7 ଆଉ କୌଣସି ଲୋକର ଏକ ସ୍ତ୍ରୀ ଲୋକକୁ ବିବାହ ପାଇଁ ସ୍ୱୀକୃତି ହୋଇଛି କିନ୍ତୁ ତାକୁ ଏପର୍ଯ୍ୟନ୍ତ ବିବାହ କରି ନାହିଁ। ସେ ଫେରି ଆପଣା ଗୃହକୁ ଯାଉ। ଯଦି ସେ ଯୁଦ୍ଧରେ ମରିଯାଏ, ଅନ୍ୟ କେହି ତାକୁ ବିବାହ କରିବ।’

Gade chapit la Kopi




ଦ୍ଵିତୀୟ ବିବରଣ 20:7
7 Referans Kwoze  

କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।


ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରି ପାରିବ ନାହିଁ,


କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ।


ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।


ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।


Swiv nou:

Piblisite


Piblisite