Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯେବେ କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,

Gade chapit la Kopi

ପବିତ୍ର ବାଇବଲ

1 “ଧରାଯାଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କ ଅଧିକାରାର୍ଥେ ସେହି ଦେଶରେ ଯେଉଁ କ୍ଷେତ ଦେଇଛନ୍ତି, ସେହି ଭୂମିର କ୍ଷେତ୍ର ମଧ୍ୟରେ ଯେବେ କୌଣସିଠାରେ ଏକ ମୃତ ଶରୀର ମିଳେ, ତାକୁ ହତ୍ୟା କରିଥିବା ଲୋକ ଯଦି ଜଣା ନ ପଡ଼େ।

Gade chapit la Kopi




ଦ୍ଵିତୀୟ ବିବରଣ 21:1
10 Referans Kwoze  

କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।


ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।


ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।


କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।


ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।


କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।


ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।


ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।


Swiv nou:

Piblisite


Piblisite