Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,

Gade chapit la Kopi

ଓଡିଆ ବାଇବେଲ

11 ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,

Gade chapit la Kopi

ପବିତ୍ର ବାଇବଲ

11 ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ ଯେବେ ତାହାକୁ ବିବାହ କରିବାକୁ ଇଚ୍ଛା କର,

Gade chapit la Kopi




ଦ୍ଵିତୀୟ ବିବରଣ 21:11
12 Referans Kwoze  

ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।


ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।


ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।


ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।


ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।


ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।


ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।


ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;


ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;


Swiv nou:

Piblisite


Piblisite