Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ତନ କରି ନଖ କାଟିବ;

Gade chapit la Kopi

ଓଡିଆ ବାଇବେଲ

12 ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;

Gade chapit la Kopi

ପବିତ୍ର ବାଇବଲ

12 ତେବେ ତୁମ୍ଭେ ତାହାକୁ ଆପଣା ଗୃହକୁ ଆଣିବ ପୁଣି ସେ ଆପଣା ମସ୍ତକ ମଣ୍ତନ କରି ନଖ କାଟିବ।

Gade chapit la Kopi




ଦ୍ଵିତୀୟ ବିବରଣ 21:12
7 Referans Kwoze  

ଅର୍ଥାତ୍‍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,


କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ।


ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।


ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍‍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।


କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ।


ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।


ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,


Swiv nou:

Piblisite


Piblisite