Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ସେ ଆପଣା ବନ୍ଦୀତ୍ୱାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ, ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ୱାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ସେ ଆପଣା ବନ୍ଦୀତ୍ଵାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ ଓ ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ଵାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।

Gade chapit la Kopi

ଓଡିଆ ବାଇବେଲ

13 ଆଉ ସେ ଆପଣା ବନ୍ଦୀତ୍ୱାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ, ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ୱାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।

Gade chapit la Kopi

ପବିତ୍ର ବାଇବଲ

13 ଆଉ ତା'ପରେ ସେ ବନ୍ଦୀଥିବା ଅବସ୍ଥାରେ ପିନ୍ଧିଥିବା ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ବାସ କରିବ ଓ ନିଜର ପିତା ଓ ମାତାଙ୍କ ପାଇଁ ଏକ ମାସ ବିଳାପ କରିବ। ଏହା ପରେ ତୁମ୍ଭେ ତା’ ସହିତ ମିଳାମିଶା ସହବାସ କରିବ ଓ ତା'ର ସ୍ୱାମୀ ହେବ ଏବଂ ସେ ତୁମ୍ଭର ସ୍ତ୍ରୀ ହେବ।

Gade chapit la Kopi




ଦ୍ଵିତୀୟ ବିବରଣ 21:13
3 Referans Kwoze  

ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।”


Swiv nou:

Piblisite


Piblisite