Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ଵାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ସେହି ମୃତ ଲୋକଠାରୁ ଯେଉଁ ନଗର ନିକଟବର୍ତ୍ତୀ ହେବ, ତା'ର ପ୍ରାଚୀନବର୍ଗ ଗୋଠରୁ ଏପରି ବାଛୁରି ନେବେ ଯାହା କେବେ କାମ କରି ନାହିଁ କିଅବା ଯୁଆଳି ଟାଣି ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 21:3
8 Referans Kwoze  

“ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।


ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।


ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।


ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।


ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।


ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;


ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।


Swiv nou:

Piblisite


Piblisite