Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକି ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକି ଆଣି ସେଠାରେ ତାହାର ବେକ ଭାଙ୍ଗିବେ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।

Gade chapit la Kopi

ପବିତ୍ର ବାଇବଲ

4 ସେହି ନଗରର ପ୍ରାଚୀନବର୍ଗମାନେ ସେହି ବାଛୁରିକୁ ଏକ ଜଳ ଉପତ୍ୟକାକୁ ନେବେ ଯେଉଁଠାରେ ଜଳପ୍ଳାବିତ ହେଉଥିବ ଓ ସେହି ସ୍ଥାନ କେବେ ଗ୍ଭଷ କରାଯାଇ ନ ଥିବ କିଅବା କୌଣସି ବୃକ୍ଷ ସେଠାରେ ଲଗାଯାଇ ନ ଥିବ। ଏହା ପରେ ସେହି ଉପତ୍ୟକାରେ ଉକ୍ତ ବାଛୁରିଟିର ବେକକୁ ଭାଙ୍ଗି ଦେବେ।

Gade chapit la Kopi




ଦ୍ଵିତୀୟ ବିବରଣ 21:4
6 Referans Kwoze  

ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।


ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।


ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;


ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।


Swiv nou:

Piblisite


Piblisite