Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 22:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, “ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;

Gade chapit la Kopi

ପବିତ୍ର ବାଇବଲ

16 ସେହି କନ୍ୟାର ପିତା ପ୍ରାଚୀନବର୍ଗମାନଙ୍କୁ କହିବେ, ‘ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ।

Gade chapit la Kopi




ଦ୍ଵିତୀୟ ବିବରଣ 22:16
3 Referans Kwoze  

କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ତାହାର ସହବାସ କଲା ଉତ୍ତାରେ ଯଦି ତାହାକୁ ଘୃଣା କରେ


ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର-ଦ୍ୱାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ।


ମାତ୍ର ସେ ତାହାକୁ ଘୃଣା କରେ ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ‘ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ;’ ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି;” ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ।


Swiv nou:

Piblisite


Piblisite