Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 22:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଯଦି ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ବା ତୁମ୍ଭେ ଯଦି ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ୱେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରେ ତୁମ୍ଭେ ତାହାକୁ ତାହା ଫେରାଇ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଯେବେ ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ଵା ତୁମ୍ଭେ ଯେବେ ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ଵେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରୁ ତୁମ୍ଭେ ତାହାକୁ ତାହା ଫେରାଇ ଦେବ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି ଯଦି ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ବା ତୁମ୍ଭେ ଯଦି ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ୱେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରୁ ତୁମ୍ଭେ ତାହାକୁ ତାହା ଫେରାଇ ଦେବ।

Gade chapit la Kopi

ପବିତ୍ର ବାଇବଲ

2 ଯଦି ତା'ର ମାଲିକ ତୁମ୍ଭଠାରୁ ଦୂରରେ ବାସ କରୁଥାଏ, କିଅବା ତୁମ୍ଭେ ତା'ର ମାଲିକକୁ ଜାଣି ନ ଥାଅ, ତେବେ ତାକୁ ତୁମ୍ଭ ଗୃହକୁ ନେଇଯାଅ। ତୁମ୍ଭେ ସେମାନଙ୍କୁ ତୁମ୍ଭ ପାଖରେ ତା'ର ମାଲିକ ଖୋଜି ଖୋଜି ଆସିବା ପର୍ଯ୍ୟନ୍ତ ରଖିପାରିବ। ଏହା ପରେ ତୁମ୍ଭେମାନେ ତା'ର ମାଲିକକୁ ସେମାନଙ୍କୁ ଫେରାଇ ଦେବା ଉଚିତ୍।

Gade chapit la Kopi




ଦ୍ଵିତୀୟ ବିବରଣ 22:2
4 Referans Kwoze  

ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।


ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।


ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ।


ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେକୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ।


Swiv nou:

Piblisite


Piblisite