Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 22:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍‍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;

Gade chapit la Kopi

ଓଡିଆ ବାଇବେଲ

23 ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍‍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;

Gade chapit la Kopi

ପବିତ୍ର ବାଇବଲ

23 “ଯେବେ କୌଣସି କୁମାରୀତ୍ୱ କନ୍ୟା ସହିତ କୌଣସି ପୁରୁଷ ପ୍ରତି ବା‌‌ଗ୍‌‌ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ।

Gade chapit la Kopi




ଦ୍ଵିତୀୟ ବିବରଣ 22:23
4 Referans Kwoze  

ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍‍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।”


ପୁଣି, ମୂଲ୍ୟ ଦ୍ୱାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ୱାମୀ ପ୍ରତି ବାଗ୍‍ଦତ୍ତା ଦାସୀ, ତାହା ସହିତ ଯଦି କେହି ଶୟନ କରେ, ତେବେ ସେମାନେ ଦଣ୍ଡନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ।


ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗର-ଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


Swiv nou:

Piblisite


Piblisite