ଦ୍ଵିତୀୟ ବିବରଣ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେକୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେ କୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ। Gade chapit laଓଡିଆ ବାଇବେଲ3 ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେ କୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ। Gade chapit laପବିତ୍ର ବାଇବଲ3 ତୁମ୍ଭେ ତୁମ୍ଭର ପଡ଼ୋଶୀଙ୍କ ଗର୍ଦ୍ଦଭ ପାଇଲେ ମଧ୍ୟ ତୁମ୍ଭେ ତାହା ପ୍ରତି ଠିକ୍ ସେହିପରି କର, ତୁମ୍ଭେ ସର୍ବଦା ତୁମ୍ଭର ପଡ଼ୋଶୀମାନଙ୍କୁ ସାହାଯ୍ୟ କରିବ। ଯଦି ସେମାନଙ୍କର ଲୁଗା କିଅବା ଅନ୍ୟ କିଛି ଦ୍ରବ୍ୟ ସେମାନେ ହରାଇଥା’ନ୍ତି। Gade chapit la |