ଦ୍ଵିତୀୟ ବିବରଣ 22:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେ କେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣାଯୋଗ୍ୟ ଅଟେ। Gade chapit laଓଡିଆ ବାଇବେଲ5 ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ। Gade chapit laପବିତ୍ର ବାଇବଲ5 “ଜଣେ ସ୍ତ୍ରୀଲୋକ ପୁରୁଷ ଲୋକମାନଙ୍କର ପୋଷାକ ପିନ୍ଧିବ ନାହିଁ। ଏବଂ ଜଣେ ପୁରୁଷ କେବେବି ସ୍ତ୍ରୀ ଲୋକର ପୋଷାକ ପିନ୍ଧିବ ନାହିଁ। ଏସବୁ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ। Gade chapit la |