Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 22:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ିଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେ କୌଣସିମତେ ପକ୍ଷିଣୀକି ଛାଡ଼ି ଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇ ପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ି ଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇ ପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେ ତୁମ୍ଭମାନଙ୍କ ପାଇଁ ପକ୍ଷୀ ଛୁଆମାନଙ୍କୁ ଆଣି ପାରିବ କିନ୍ତୁ ତା'ର ମା’ ପକ୍ଷୀକୁ ମୁକ୍ତ କରିଦେବ। ଯଦି ତୁମ୍ଭେମାନେ ଏହି ନିୟମଗୁଡ଼ିକ ମାନିବ ତେବେ ତୁମ୍ଭମାନଙ୍କର ଦୀର୍ଘଜୀବୀ ହେବ ଏବଂ ତୁମ୍ଭମାନଙ୍କର ମଙ୍ଗଳ ହେବ।

Gade chapit la Kopi




ଦ୍ଵିତୀୟ ବିବରଣ 22:7
5 Referans Kwoze  

ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।


ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।


ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।


ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।”


ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।


Swiv nou:

Piblisite


Piblisite