Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 23:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଚୂର୍ଣ୍ଣକୋଷ କିବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 “ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 23:1
11 Referans Kwoze  

ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।


ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା।


ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।


“ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


Swiv nou:

Piblisite


Piblisite