Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 23:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭମାନଙ୍କ ମଧ୍ୟରେ ଯଦି କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭମାନଙ୍କ ମଧ୍ୟରେ ଯେବେ କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭମାନଙ୍କ ମଧ୍ୟରେ ଯଦି କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭମାନଙ୍କ ମଧ୍ୟରେ ଯେବେ କୌଣସି ବ୍ୟକ୍ତି ରାତ୍ରି ଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ। ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 23:10
6 Referans Kwoze  

ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।


ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।


ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।


Swiv nou:

Piblisite


Piblisite