ଦ୍ଵିତୀୟ ବିବରଣ 23:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ତୁମ୍ଭର କୌଣସି ଏକ ନଗର-ଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେ ତୁମ୍ଭର କୌଣସି ଏକ ନଗରଦ୍ଵାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଉପଦ୍ରବ କରିବ ନାହିଁ। Gade chapit laଓଡିଆ ବାଇବେଲ16 ସେ ତୁମ୍ଭର କୌଣସି ଏକ ନଗରଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ। Gade chapit laପବିତ୍ର ବାଇବଲ16 ସେ ତୁମ୍ଭର କୌଣସି ଏକ ନଗର ଦ୍ୱାର ମଧ୍ୟରେ ଆପଣା ଇଚ୍ଛାମତେ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବା ଉଚିତ୍, ତୁମ୍ଭେମାନେ ତାକୁ ଶୋଷଣ କିଅବା ଠକିବା ଉଚିତ୍ ନୁହେଁ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।