ଦ୍ଵିତୀୟ ବିବରଣ 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସ୍ରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ। Gade chapit laଓଡିଆ ବାଇବେଲ7 ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସ୍ରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ। Gade chapit laପବିତ୍ର ବାଇବଲ7 “ତୁମ୍ଭେମାନେ ଇଦୋମୀୟ ଲୋକମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ। କାରଣ ସେମାନେ ତୁମ୍ଭମାନଙ୍କର ଭାଇ ଅଟନ୍ତି ଏବଂ ତୁମ୍ଭେମାନେ ମିଶରୀୟମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ କାରଣ ତୁମ୍ଭେମାନେ ସେମାନଙ୍କ ଦେଶରେ ବିଦେଶୀପରି ବାସ କରୁଥିଲ। Gade chapit la |
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।