Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ଆପଣା ପ୍ରତିବାସୀକି କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 “ତୁମ୍ଭେ ଆପଣା ପ୍ରତିବାସୀକି କୌଣସି ପ୍ରକାରେ ଋଣ ଦେଲେ ତାହାର ବନ୍ଧକ ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 24:10
5 Referans Kwoze  

ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।


କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।


ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।


ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।


ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।


Swiv nou:

Piblisite


Piblisite