Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 24:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ସେ ଯେବେ ଦୁଃଖୀଲୋକ ଥାଏ, ତେବେ ତୁମ୍ଭେ ତାହାର ବନ୍ଧକି ଦ୍ରବ୍ୟ ଘେନି ନିଦ୍ରା ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେ ଯେବେ ଦୁଃଖୀ ଲୋକ ଥାଏ, ତେବେ ତୁମ୍ଭେ ତାହାର ବନ୍ଧକିଦ୍ରବ୍ୟ ଘେନି ନିଦ୍ରା ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି ସେ ଯେବେ ଦୁଃଖୀ ଲୋକ ଥାଏ, ତେବେ ତୁମ୍ଭେ ତାହାର ବନ୍ଧକି ଦ୍ରବ୍ୟ ଘେନି ନିଦ୍ରା ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ଧରାଯାଉ, ସେ ଜଣେ ଗରିବ ଲୋକ। ତେବେ ତୁମ୍ଭେ ତା'ର ବନ୍ଧକ ଦ୍ରବ୍ୟ ରଖିବା ପର୍ଯ୍ୟନ୍ତ ଶୋଇବା ଉଚିତ୍ ନୁହଁ।

Gade chapit la Kopi




ଦ୍ଵିତୀୟ ବିବରଣ 24:12
8 Referans Kwoze  

ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।


କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;


ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।


ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।


ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।


ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକି ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।


ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।


ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;


Swiv nou:

Piblisite


Piblisite