Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ତ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ତ ଭୋଗ କରିବ।

Gade chapit la Kopi

ଓଡିଆ ବାଇବେଲ

16 ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।

Gade chapit la Kopi

ପବିତ୍ର ବାଇବଲ

16 “ପିଲାମାନଙ୍କର ପାପ ପାଇଁ ତାଙ୍କର ପିତାମାତାଙ୍କୁ ଦଣ୍ତ ଦେବ ନାହିଁ। କିମ୍ବା ପିତାମାତାଙ୍କ ପାଇଁ ପୁତ୍ରକୁ ମଧ୍ୟ ଦଣ୍ତ ଦେବ ନାହିଁ। ପ୍ରତ୍ୟେକ ଲୋକ ନିଜର ପାପ ପାଇଁ ଦଣ୍ତ ଭୋଗ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 24:16
8 Referans Kwoze  

ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।


ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।


ତଥାପି କୋରହର ସନ୍ତାନମାନେ ମଲେ ନାହିଁ।


ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।


ଏଥିରେ ରାଜା କହିଲେ, “ହେ ଅହୀମେଲକ୍‍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ।”


ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।


Swiv nou:

Piblisite


Piblisite