Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ସେ ସ୍ତ୍ରୀ ତାହାର ଗୃହରୁ ବାହାରିଗଲା ଉତ୍ତାରେ, ସେ ଯାଇ ଅନ୍ୟ ପୁରୁଷର ଭାର୍ଯ୍ୟା ହୋଇ ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସେ ସ୍ତ୍ରୀ ତାହାର ଗୃହରୁ ବାହାରି ଗଲା ଉତ୍ତାରେ, ସେ ଯାଇ ଅନ୍ୟ ପୁରୁଷର ଭାର୍ଯ୍ୟା ହୋଇ ପାରିବ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି ସେ ସ୍ତ୍ରୀ ତାହାର ଗୃହରୁ ବାହାରି ଗଲା ଉତ୍ତାରେ, ସେ ଯାଇ ଅନ୍ୟ ପୁରୁଷର ଭାର୍ଯ୍ୟା ହୋଇ ପାରିବ।

Gade chapit la Kopi

ପବିତ୍ର ବାଇବଲ

2 ସେ ସ୍ତ୍ରୀ ତା'ର ଗୃହରୁ ବାହାରି ଗଲାପରେ ଅନ୍ୟ ପୁରୁଷର ସ୍ତ୍ରୀ ହୋଇ ପାରିବ।

Gade chapit la Kopi




ଦ୍ଵିତୀୟ ବିବରଣ 24:2
10 Referans Kwoze  

ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି।


ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।


ପୁଣି, ସେମାନେ ବିଧବା କିଅବା ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶଜାତ ଅନୂଢ଼ା ସ୍ତ୍ରୀକୁ ଅଥବା ମୃତ ଯାଜକର ବିଧବାକୁ ବିବାହ କରିବେ।


ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।


ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।


ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।


ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।


କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।


ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ;


Swiv nou:

Piblisite


Piblisite