ଦ୍ଵିତୀୟ ବିବରଣ 24:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ଵାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ। Gade chapit laଓଡିଆ ବାଇବେଲ4 ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ। Gade chapit la |