Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 24:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରେ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।

Gade chapit la Kopi

ଓଡିଆ ବାଇବେଲ

5 କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।

Gade chapit la Kopi

ପବିତ୍ର ବାଇବଲ

5 “ଯଦି କୌଣସି ଲୋକ ନୂତନ ଭାବେ ବିବାହିତ ହୋଇଥାଏ ତେବେ ସେ ସୈନ୍ୟଦଳରେ ଯୋଗ ଦେବ ନାହିଁ। କିଅବା ତାଙ୍କୁ କୌଣସି ଦାୟିତ୍ୱ ପୂର୍ଣ୍ଣ କାର୍ଯ୍ୟଭାର ଦିଆଯିବ ନାହିଁ। ଏକ ବର୍ଷ ପାଇଁ ତାକୁ ସ୍ୱାଧୀନଭାବେ ବୁଲି ଖୁସୀ କରିବାକୁ ଦିଆଯିବ ସେ ତା'ର ନୂତନ ସ୍ତ୍ରୀକୁ ଧରି ଗୃହରେ ମନୋରଞ୍ଜନ କରି, ବାସ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 24:5
12 Referans Kwoze  

ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।


ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍‍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।”


ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।


ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।


କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତି ଅଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ।


ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’


କେହି ଚକି ବା ଚକିର ଉପର-ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ।


Swiv nou:

Piblisite


Piblisite