ଦ୍ଵିତୀୟ ବିବରଣ 26:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)14 ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ; ମୁଁ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସମସ୍ତ ମୁଁ କରିଅଛି। Gade chapit laଓଡିଆ ବାଇବେଲ14 ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି। Gade chapit laପବିତ୍ର ବାଇବଲ14 ମୁଁ ଆପଣା ସେବା ସମୟରେ ତହିଁରୁ କିଛି ଭୋଜନ କରି ନାହିଁ। କିଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ। କିଅବା ମୃତ ଲୋକଙ୍କ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବାକ୍ୟରେ ଧ୍ୟାନ ଦେଇଅଛି। ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସବୁ ମୁଁ ପାଳନ କରିଛି। Gade chapit la |
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।