ଦ୍ଵିତୀୟ ବିବରଣ 26:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାସବୁ ମାନିବ ଓ କରିବ, Gade chapit laପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ମାନିବ ଓ କରିବ, Gade chapit laଓଡିଆ ବାଇବେଲ16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ମାନିବ ଓ କରିବ, Gade chapit laପବିତ୍ର ବାଇବଲ16 “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉ ଅଛନ୍ତି। ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ପାଳନ କରିବ। Gade chapit la |