Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 26:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।

Gade chapit la Kopi

ପବିତ୍ର ବାଇବଲ

4 “ଏହା ପରେ ଯାଜକ ତୁମ୍ଭ ହାତରୁ ଗ୍ଭଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।

Gade chapit la Kopi




ଦ୍ଵିତୀୟ ବିବରଣ 26:4
5 Referans Kwoze  

ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?


ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, “ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।”


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।


Swiv nou:

Piblisite


Piblisite