Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 27:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେହିଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi

ଓଡିଆ ବାଇବେଲ

11 ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ

11 ସେହି ଦିନ ମୋଶା ଲୋକମାନଙ୍କୁ କହିଲେ,

Gade chapit la Kopi




ଦ୍ଵିତୀୟ ବିବରଣ 27:11
5 Referans Kwoze  

ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”


ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।


ଏଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ।


ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;


ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।


Swiv nou:

Piblisite


Piblisite