ଦ୍ଵିତୀୟ ବିବରଣ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ଯୋଷେଫ ଓ ବିନ୍ୟାମୀନ, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ୍ ପର୍ବତରେ ଠିଆ ହେବେ। Gade chapit laଓଡିଆ ବାଇବେଲ12 “ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ। Gade chapit laପବିତ୍ର ବାଇବଲ12 “ତୁମ୍ଭେ ଯର୍ଦ୍ଦନ ପାର ହେବାପରେ ଶିମିୟୋନ, ଲେବୀ, ଯିହୁଦା, ଇଷାଖର, ଯୋଷେଫ ଓ ବିନ୍ୟାମୀନ ଗୋଷ୍ଠୀଗଣ ସମସ୍ତ ଲୋକମାନଙ୍କୁ ଆଶୀର୍ବାଦ ନିମନ୍ତେ ଗରିଷୀମ୍ ପର୍ବତ ଉପରେ ନିଶ୍ଚୟ ଛିଡ଼ା ହେବ। Gade chapit la |