Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 27:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 “ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯେ କେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍।

Gade chapit la Kopi

ଓଡିଆ ବାଇବେଲ

21 “ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’

Gade chapit la Kopi

ପବିତ୍ର ବାଇବଲ

21 “ଲେବୀୟମାନେ କହିବେ, ‘ଯେଉଁ ଲୋକର କୌଣସି ପଶୁ ସହିତ ଯୌନ ସମ୍ପର୍କ ଥାଏ, ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’

Gade chapit la Kopi




ଦ୍ଵିତୀୟ ବିବରଣ 27:21
4 Referans Kwoze  

ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।


ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।


ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।


ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।


Swiv nou:

Piblisite


Piblisite