Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 27:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତରସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।

Gade chapit la Kopi

ପବିତ୍ର ବାଇବଲ

4 “ପୁଣି ଆଜି ମୁଁ ଯେଉଁ ପ୍ରସ୍ତର ଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ପରେ ଏବଲ ପର୍ବତରେ ସେହି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ସବୁ ଚୂନରେ ଲେପିବ।

Gade chapit la Kopi




ଦ୍ଵିତୀୟ ବିବରଣ 27:4
4 Referans Kwoze  

ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।


ପୁଣି ରୁବେନ୍‍ ଓ ଗାଦ୍‍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।


Swiv nou:

Piblisite


Piblisite