Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 27:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;

Gade chapit la Kopi

ପବିତ୍ର ବାଇବଲ

6 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯଜ୍ଞବେଦି ସମସ୍ତ ଅଚଞ୍ଛା ପଥରରେ ନିର୍ମାଣ କରିବା ଉଚିତ୍ ଓ ତୁମ୍ଭେମାନେ ସେହି ସ୍ଥାନରେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ହୋମବଳି ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi




ଦ୍ଵିତୀୟ ବିବରଣ 27:6
6 Referans Kwoze  

ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।


ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍‍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ।


ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।


ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।


Swiv nou:

Piblisite


Piblisite