ଦ୍ଵିତୀୟ ବିବରଣ 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଆନନ୍ଦ କରିବ। Gade chapit laଓଡିଆ ବାଇବେଲ7 ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। Gade chapit laପବିତ୍ର ବାଇବଲ7 ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ ଉତ୍ସର୍ଗ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। Gade chapit la |
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।