Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 27:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ସୁନ୍ଦରଭାବେ ଖୋଳି ଲେଖିବ।”

Gade chapit la Kopi




ଦ୍ଵିତୀୟ ବିବରଣ 27:8
7 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, “ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।


“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।


ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,


ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।


ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।


ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!


Swiv nou:

Piblisite


Piblisite