Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 27:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କର ଲୋକ ହେଲ।

Gade chapit la Kopi

ଓଡିଆ ବାଇବେଲ

9 ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।

Gade chapit la Kopi

ପବିତ୍ର ବାଇବଲ

9 ମୋଶା ଓ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ ନୀରବରେ ଅନୁଧ୍ୟାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଲୋକ ହେଲ।

Gade chapit la Kopi




ଦ୍ଵିତୀୟ ବିବରଣ 27:9
9 Referans Kwoze  

କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।


ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”


ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”


ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।


Swiv nou:

Piblisite


Piblisite